ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି କାୟା ବିସ୍ତାର କରୁଛି କରୋନା । ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୩୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 4th April
New Positive Cases: 573
In quarantine: 337
Local contacts: 236(Details of local contacts will be shared by concerned District Administration)
District Wise Cases:
1. Angul: 32
2. Balasore: 11
3. Bargarh: 43
4. Bhadrak: 3
5. Balangir: 20— I & PR Department, Odisha (@IPR_Odisha) April 5, 2021
23. Nuapada: 60
24. Puri: 16
25. Rayagada: 16
26. Sambalpur: 21
27. Sonepur: 2
28. Sundargarh: 80
29. State Pool: 22New recoveries: 300
Cumulative tested: 9188038
Positive: 343268
Recovered: 337935
Active cases: 3358— I & PR Department, Odisha (@IPR_Odisha) April 5, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୦୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୩୨୬୮ ରହିଥିବା ବେଳେ ଏହି ରୋଗରୁ ୩୩୭୯୩୫ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୩୩୫୮ ଜଣ ଚିକିତ୍ସିତ ହେଉଛନ୍ତି ।