ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା କୋପ । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ଏବେ ୧୦ ହଜାର ତଳେ ରହିଛି ସଂକ୍ରମିତଙ୍କ ସଂଖ୍ୟା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୧୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୦୨୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୧୬୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 257
7. Cuttack: 690
8. Deogarh: 61
9. Dhenkanal: 255
10. Gajapati: 106
11. Ganjam: 163
12. Jagatsinghpur: 154
13. Jajpur: 406
14. Jharsuguda: 114
15. Kalahandi: 177
16. Kandhamal: 54
17. Kendrapada: 75
18. Keonjhar: 57
19. Khurda: 1134
20. Koraput: 202— I & PR Department, Odisha (@IPR_Odisha) May 29, 2021
New recoveries: 11954
Cumulative tested: 11645402
Positive: 747143
Recovered: 647133
Active cases: 97271— I & PR Department, Odisha (@IPR_Odisha) May 29, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୧୯୫୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪୭୧୪୩ ରହିଥିବା ବେଳେ ଏହି ରୋଗରୁ ୬୪୭୧୩୩ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୯୭୨୭୧ ଜଣ ଚିକିତ୍ସିତ ହେଉଛନ୍ତି ।