ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଥିବା ବେଳେ ଏବେ ସଂକ୍ରମଣ ତଳକୁ ଖସୁଛି । ଯାହାଫଳରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ତଳକୁ ଖସିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦୧୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୫୧୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 52
7. Cuttack: 320
8. Deogarh: 25
9. Dhenkanal: 56
10. Gajapati: 27
11. Ganjam: 26
12. Jagatsinghpur: 90
13. Jajpur: 348
14. Jharsuguda: 12
15. Kalahandi: 35
16. Kandhamal: 56
17. Kendrapada: 104
18. Keonjhar: 92
19. Khurda: 533
20. Koraput: 56
21. Malkangiri: 68— I & PR Department, Odisha (@IPR_Odisha) June 16, 2021
22. Mayurbhanj: 153
23. Nawarangpur: 85
24. Nayagarh: 95
25. Nuapada: 15
26. Puri: 187
27. Rayagada: 73
28. Sambalpur: 39
29. Sonepur: 39
30. Sundargarh: 76
31. State Pool: 82New recovery: 6799
Cumulative tested: 12836434
Positive: 863061
Recovered: 811780
Active cases: 47796— I & PR Department, Odisha (@IPR_Odisha) June 16, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୭୯୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୩୦୬୧ ରହିଥିବା ବେଳେ ଏହି ରୋଗରୁ ୮୧୧୭୮୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୪୭୭୯୬ ଜଣ ଚିକିତ୍ସିତ ହେଉଛନ୍ତି ।