ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଥିବା ବେଳେ ଏବେ ସଂକ୍ରମଣ ତଳକୁ ଖସୁଛି । ଯାହାଫଳରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ତଳକୁ ଖସିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୯୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬୯୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୨୫୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 47
7. Cuttack: 272
8. Deogarh: 10
9. Dhenkanal: 42
10. Gajapati: 24
11. Ganjam: 18
12. Jagatsinghpur: 103
13. Jajpur: 260
14. Jharsuguda: 3
15. Kalahandi: 38
16. Kandhamal: 51
17. Kendrapada: 116
18. Keonjhar: 57
19. Khurda: 408
20. Koraput: 60
21. Malkangiri: 56— I & PR Department, Odisha (@IPR_Odisha) June 22, 2021
22. Mayurbhanj: 135
23. Nawarangpur: 45
24. Nayagarh: 112
25. Nuapada: 10
26. Puri: 219
27. Rayagada: 63
28. Sambalpur: 28
29. Sonepur: 25
30. Sundargarh: 58
31. State Pool: 70New recovery: 4587
Cumulative tested: 13217807
Positive: 883490
Recovered: 844801
Active cases: 34965— I & PR Department, Odisha (@IPR_Odisha) June 22, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୫୮୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୮୩୪୯୦ ରହିଥିବା ବେଳେ ଏହି ରୋଗରୁ ୮୪୪୮୦୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୩୪୯୬୫ ଜଣ ଚିକିତ୍ସିତ ହେଉଛନ୍ତି ।