ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮୩୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୩୮୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 16
7. Cuttack: 619
8. Deogarh: 7
9. Dhenkanal: 41
10. Gajapati: 9
11. Ganjam: 24
12. Jagatsinghpur: 212
13. Jajpur: 190
14. Jharsuguda: 9
15. Kalahandi: 25
16. Kandhamal: 25
17. Kendrapada: 179
18. Keonjhar: 64
19. Khurda: 422
20. Koraput: 53
21. Malkangiri: 66— I & PR Department, Odisha (@IPR_Odisha) July 2, 2021
22. Mayurbhanj: 195
23. Nawarangpur: 23
24. Nayagarh: 114
25. Nuapada: 16
26. Puri: 188
27. Rayagada: 61
28. Sambalpur: 31
29. Sonepur: 12
30. Sundargarh: 66
31. State Pool: 69New recovery: 3457
Cumulative tested: 13908095
Positive: 916109
Recovered: 880997
Active case: 30950— I & PR Department, Odisha (@IPR_Odisha) July 2, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୪୫୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୬୧୦୯ ରହିଥିବା ବେଳେ ଏହି ରୋଗରୁ ୮୮୦୯୯୭ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୩୦୯୫୦ ଜଣ ଚିକିତ୍ସିତ ହେଉଛନ୍ତି ।