ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୯୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୧୦୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 21
7. Cuttack: 397
8. Deogarh: 5
9. Dhenkanal: 93
10. Gajapati: 9
11. Ganjam: 8
12. Jagatsinghpur: 91
13. Jajpur: 183
14. Jharsuguda: 26
15. Kalahandi: 9
16. Kandhamal: 20
17. Kendrapada: 59
18. Keonjhar: 72
19. Khurda: 529
20. Koraput: 32
21. Malkangiri: 32— I & PR Department, Odisha (@IPR_Odisha) July 7, 2021
22. Mayurbhanj: 141
23. Nawarangpur: 18
24. Nayagarh: 62
25. Nuapada: 5
26. Puri: 174
27. Rayagada: 33
28. Sambalpur: 25
29. Sonepur: 17
30. Sundargarh: 64
31. State Pool: 101New recovery: 3258
Cumulative tested: 14263163
Positive: 929788
Recovered: 897362
Active cases: 28015— I & PR Department, Odisha (@IPR_Odisha) July 7, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୨୫୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୯୭୮୮ ରହିଥିବା ବେଳେ ଏହି ରୋଗରୁ ୮୯୭୩୬୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୮୦୧୫ ଜଣ ଚିକିତ୍ସିତ ହେଉଛନ୍ତି ।