ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୯୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୮୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 12
7. Cuttack: 283
8. Deogarh: 3
9. Dhenkanal: 61
10. Gajapati: 3
11. Ganjam: 5
12. Jagatsinghpur: 99
13. Jajpur: 120
14. Jharsuguda: 5
15. Kalahandi: 5
16. Kandhamal: 19
17. Kendrapada: 58
18. Keonjhar: 46
19. Khurda: 443
20. Koraput: 10
21. Malkangiri: 47— I & PR Department, Odisha (@IPR_Odisha) July 14, 2021
22. Mayurbhanj: 115
23. Nawarangpur: 10
24. Nayagarh: 58
25. Nuapada: 4
26. Puri: 133
27. Rayagada: 16
28. Sambalpur: 30
29. Sonepur: 9
30. Sundargarh: 56
31. State Pool: 85New Recoveries: 2641
Cumulative Tested: 14772938
Positive: 945749
Recovered: 918041
Active Cases: 22860— I & PR Department, Odisha (@IPR_Odisha) July 14, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୬୪୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୫୭୪୯ ରହିଥିବା ବେଳେ ଏହି ରୋଗରୁ ୯୧୮୦୪୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୨୮୬୦ ଜଣ ଚିକିତ୍ସିତ ହେଉଛନ୍ତି ।