ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୦୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୦୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 7
7. Cuttack: 256
8. Deogarh: 1
9. Dhenkanal: 37
10. Gajapati: 16
11. Ganjam: 7
12. Jagatsinghpur: 92
13. Jajpur: 87
14. Jharsuguda: 9
15. Kalahandi: 6
16. Kandhamal: 25
17. Kendrapada: 73
18. Keonjhar: 33
19. Khurda: 518
20. Koraput: 10
21. Malkangiri: 12— I & PR Department, Odisha (@IPR_Odisha) July 23, 2021
22. Mayurbhanj: 69
23. Nawarangpur: 10
24. Nayagarh: 76
25. Nuapada: 5
26. Puri: 118
27. Rayagada: 11
28. Sambalpur: 15
29. Sonepur: 6
30. Sundargarh: 50
31. State Pool: 109New recoveries: 2210
Cumulative tested: 15435905
Positive: 963851
Recovered: 939160
Active cases: 19261— I & PR Department, Odisha (@IPR_Odisha) July 23, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୨୧୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୩୮୫୧ ରହିଥିବା ବେଳେ ଏହି ରୋଗରୁ ୯୩୯୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୯୨୬୧ ଜଣ ଚିକିତ୍ସିତ ହେଉଛନ୍ତି ।