ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୮୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୬୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୭୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Cuttack: 243
7. Deogarh: 6
8. Dhenkanal: 13
9. Gajapati: 16
10. Ganjam: 9
11. Jagatsinghpur: 61
12. Jajpur: 110
13. Jharsuguda: 8
14. Kalahandi: 6
15. Kandhamal: 8
16. Kendrapada: 87
17. Keonjhar: 24
18. Khurda: 490
19. Koraput: 9
20. Malkangiri: 19
21. Mayurbhanj: 59— I & PR Department, Odisha (@IPR_Odisha) July 25, 2021
22. Nawarangpur: 6
23. Nayagarh: 28
24. Puri: 139
25. Rayagada: 11
26. Sambalpur: 23
27. Sonepur: 10
28. Sundargarh: 47
29. State Pool: 94New recoveries: 1865
Cumulative tested: 15581651
Positive: 967548
Recovered: 943069
Active cases: 18914— I & PR Department, Odisha (@IPR_Odisha) July 25, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୮୬୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୭୫୪୮ ରହିଥିବା ବେଳେ ଏହି ରୋଗରୁ ୯୪୩୦୬୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୮୯୧୪ ଜଣ ଚିକିତ୍ସିତ ହେଉଛନ୍ତି ।