ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୩୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୭୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୬୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Cuttack: 164
7. Deogarh: 3
8. Dhenkanal: 19
9. Gajapati: 4
10. Ganjam: 9
11. Jagatsinghpur: 78
12. Jajpur: 66
13. Jharsuguda: 3
14. Kalahandi: 3
15. Kandhamal: 5
16. Kendrapada: 43
17. Keonjhar: 23
18. Khurda: 477
19. Koraput: 11
20. Malkangiri: 7
21. Mayurbhanj: 41— I & PR Department, Odisha (@IPR_Odisha) August 5, 2021
22. Nawarangpur: 2
23. Nayagarh: 28
24. Nuapada: 3
25. Puri: 55
26. Rayagada: 18
27. Sambalpur: 18
28. Sonepur: 4
29. Sundargarh: 13
30. State Pool: 105New recoveries: 1630
Cumulative tested: 16355276
Positive: 983523
Recovered: 963718
Active cases: 13516— I & PR Department, Odisha (@IPR_Odisha) August 5, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୬୩୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୩୫୨୩ ରହିଥିବା ବେଳେ ଏହି ରୋଗରୁ ୯୬୩୭୧୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୩୫୧୬ ଜଣ ଚିକିତ୍ସିତ ହେଉଛନ୍ତି ।