ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୨୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୧୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୨୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 4
7. Cuttack: 177
8. Deogarh: 1
9. Dhenkanal: 29
10. Gajapati: 3
11. Ganjam: 2
12. Jagatsinghpur: 88
13. Jajpur: 50
14. Jharsuguda: 4
15. Kalahandi: 2
16. Kandhamal: 5
17. Kendrapada: 32
18. Keonjhar: 15
19. Khurda: 399
20. Malkangiri: 3
21. Mayurbhanj: 35— I & PR Department, Odisha (@IPR_Odisha) August 8, 2021
22. Nawarangpur: 2
23. Nayagarh: 56
24. Nuapada: 2
25. Puri: 69
26. Rayagada: 13
27. Sambalpur: 10
28. Sonepur: 5
29. Sundargarh: 14
30. State Pool: 84New recoveries: 1525
Cumulative tested: 16560842
Positive: 987070
Recovered: 968453
Active cases: 12129— I & PR Department, Odisha (@IPR_Odisha) August 8, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୫୨୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୭୦୭୦ ରହିଥିବା ବେଳେ ଏହି ରୋଗରୁ ୯୬୮୪୫୩ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୨୧୨୯ ଜଣ ଚିକିତ୍ସିତ ହେଉଛନ୍ତି ।