ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ଉପରେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୦୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୩୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 2
6. Boudh: 1
7. Cuttack: 176
8. Deogarh: 7
9. Dhenkanal: 15
10. Gajapati: 1
11. Ganjam: 5
12. Jagatsinghpur: 43
13. Jajpur: 56
14. Jharsuguda: 1
15. Kalahandi: 4
16. Kandhamal: 2
17. Kendrapada: 37
18. Keonjhar: 12
19. Khurda: 398
20. Koraput: 2
21. Malkangiri: 3— I & PR Department, Odisha (@IPR_Odisha) August 19, 2021
22. Mayurbhanj: 36
23. Nawarangpur: 3
24. Nayagarh: 13
25. Nuapada: 1
26. Puri: 34
27. Rayagada: 5
28. Sambalpur: 9
29. Sonepur: 1
30. Sundargarh: 13
31. State Pool: 88New recoveries: 845
Cumulative tested: 17274529
Positive: 998187
Recovered: 981316
Active cases: 9664— I & PR Department, Odisha (@IPR_Odisha) August 19, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୪୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୮୧୮୭ ରହିଥିବା ବେଳେ ଏହି ରୋଗରୁ ୯୮୧୩୧୬ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୯୬୬୪ ଜଣ ଚିକିତ୍ସିତ ହେଉଛନ୍ତି ।