ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୭୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୧୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
4. Bhadrak: 14
5. Balangir: 17
6. Cuttack: 139
7. Deogarh: 9
8. Dhenkanal: 15
9. Gajapati: 1
10. Ganjam: 8
11. Jagatsinghpur: 45
12. Jajpur: 49
13. Kalahandi: 6
14. Kandhamal: 12
15. Kendrapada: 23
16. Keonjhar: 13
17. Khurda: 373
18. Koraput: 3
19. Malkangiri: 1— I & PR Department, Odisha (@IPR_Odisha) August 20, 2021
20. Mayurbhanj: 32
21. Nawarangpur: 6
22. Nayagarh: 20
23. Puri: 32
24. Rayagada: 4
25. Sambalpur: 15
26. Sonepur: 1
27. Sundargarh: 13
28. State Pool: 85New recoveries: 1003
Cumulative tested: 17344608
Positive: 999173
Recovered: 982319
Active cases: 9578— I & PR Department, Odisha (@IPR_Odisha) August 20, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୦୦୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୯୧୭୯ ରହିଥିବା ବେଳେ ଏହି ରୋଗରୁ ୯୮୨୩୧୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୯୫୭୮ ଜଣ ଚିକିତ୍ସିତ ହେଉଛନ୍ତି ।