ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୯୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୩୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୮୦ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 5
6. Cuttack: 88
7. Deogarh: 10
8. Dhenkanal: 16
9. Gajapati: 6
10. Ganjam: 4
11. Jagatsinghpur: 24
12. Jajpur: 49
13. Jharsuguda: 2
14. Kalahandi: 7
15. Kandhamal: 4
16. Kendrapada: 31
17. Keonjhar: 10
18. Khurda: 352
19. Koraput: 6
20. Malkangiri: 7— I & PR Department, Odisha (@IPR_Odisha) August 21, 2021
21. Mayurbhanj: 38
22. Nayagarh: 19
23. Puri: 30
24. Rayagada: 7
25. Sambalpur: 13
26. Sonepur: 3
27. Sundargarh: 8
28. State Pool: 79New recoveries: 926
Cumulative tested: 17415872
Positive: 1000084
Recovered: 983245
Active cases: 9497— I & PR Department, Odisha (@IPR_Odisha) August 21, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୯୨୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୦୦୮୪ ରହିଥିବା ବେଳେ ଏହି ରୋଗରୁ ୯୮୩୨୪୫ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୯୪୯୭ ଜଣ ଚିକିତ୍ସିତ ହେଉଛନ୍ତି ।