ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୬୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୫୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Cuttack: 56
6. Deogarh: 9
7. Dhenkanal: 6
8. Gajapati: 2
9. Ganjam: 6
10. Jagatsinghpur: 38
11. Jajpur: 34
12. Jharsuguda: 3
13. Kalahandi: 3
14. Kandhamal: 2
15. Kendrapada: 9
16. Keonjhar: 18
17. Khurda: 214
18. Koraput: 11
19. Malkangiri: 1
20. Mayurbhanj: 7— I & PR Department, Odisha (@IPR_Odisha) August 24, 2021
21. Nayagarh: 10
22. Nuapada: 1
23. Puri: 29
24. Rayagada: 12
25. Sambalpur: 18
26. Sundargarh: 6
27. State Pool: 48New recoveries: 1032
Cumulative tested: 17598024
Positive: 1002323
Recovered: 986334
Active cases: 8443— I & PR Department, Odisha (@IPR_Odisha) August 24, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୦୩୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୨୩୨୩ ରହିଥିବା ବେଳେ ଏହି ରୋଗରୁ ୯୮୬୩୩୪ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୮୪୪୩ ଜଣ ଚିକିତ୍ସିତ ହେଉଛନ୍ତି ।