ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ୫ ଶହ ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୬୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୯୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୩ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 1
6. Cuttack: 44
7. Deogarh: 3
8. Dhenkanal: 1
9. Gajapati: 3
10. Ganjam: 8
11. Jagatsinghpur: 10
12. Jajpur: 18
13. Jharsuguda: 2
14. Kalahandi: 1
15. Kendrapada: 3
16. Keonjhar: 3
17. Khurda: 207
18. Koraput: 4
19. Malkangiri: 1
20. Mayurbhanj: 19— I & PR Department, Odisha (@IPR_Odisha) September 15, 2021
21. Nawarangpur: 4
22. Nayagarh: 4
23. Puri: 7
24. Rayagada: 7
25. Sambalpur: 3
26. Sundargarh: 10
27. State Pool: 47New recoveries: 793
Cumulative tested: 19005293
Positive: 1017718
Recovered: 1003603
Active cases: 5948— I & PR Department, Odisha (@IPR_Odisha) September 15, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୯୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୭୭୧୮ ରହିଥିବା ବେଳେ ୫୯୪୮ ଜଣ ଚିକିତ୍ସିତ ହେଉଛନ୍ତି ।