ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୯୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୮୩ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Deogarh: 1
6. Dhenkanal: 4
7. Gajapati: 2
8. Ganjam: 2
9. Jagatsinghpur: 25
10. Jajpur: 39
11. Jharsuguda: 6
12. Kalahandi: 2
13. Kandhamal: 1
14. Kendrapada: 8
15. Keonjhar: 1
16. Khurda: 323
17. Malkangiri: 4
18. Mayurbhanj: 18
19. Nawarangpur: 1
20. Nayagarh: 3
21. Puri: 18— I & PR Department, Odisha (@IPR_Odisha) September 18, 2021
22. Rayagada: 7
23. Sambalpur: 8
24. Sonepur: 2
25. Sundargarh: 5
26. State Pool: 76New recoveries: 719
Cumulative tested: 19193765
Positive: 1019621
Recovered: 1005564
Active cases: 5876— I & PR Department, Odisha (@IPR_Odisha) September 18, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୧୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୯୬୨୧ ରହିଥିବା ବେଳେ ୫୮୭୬ ଜଣ ଚିକିତ୍ସିତ ହେଉଛନ୍ତି ।