ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୯୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୧୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୯ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Boudh: 1
6. Cuttack: 78
7. Gajapati: 7
8. Ganjam: 12
9. Jagatsinghpur: 22
10. Jajpur: 22
11. Jharsuguda: 8
12. Kalahandi: 1
13. Kandhamal: 4
14. Kendrapada: 7
15. Keonjhar: 1
16. Khurda: 197
17. Koraput: 3
18. Malkangiri: 4
19. Mayurbhanj: 14
20. Nayagarh: 1
21. Puri: 20— I & PR Department, Odisha (@IPR_Odisha) September 20, 2021
22. Rayagada: 3
23. Sambalpur: 9
24. Sundargarh: 3
25. State Pool: 47New recoveries: 746
Cumulative tested: 19319191
Positive: 1020754
Recovered: 1007066
Active cases: 5494— I & PR Department, Odisha (@IPR_Odisha) September 20, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୪୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୭୫୪ ରହିଥିବା ବେଳେ ୫୪୯୪ ଜଣ ଚିକିତ୍ସିତ ହେଉଛନ୍ତି ।