ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୭୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୬୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Cuttack: 77
6. Deogarh: 4
7. Dhenkanal: 6
8. Gajapati: 1
9. Ganjam: 6
10. Jagatsinghpur: 28
11. Jajpur: 20
12. Jharsuguda: 5
13. Kandhamal: 1
14. Kendrapada: 11
15. Keonjhar: 1
16. Khurda: 283
17. Malkangiri: 5
18. Mayurbhanj: 15
19. Nayagarh: 6
20. Puri: 22
21. Rayagada: 2— I & PR Department, Odisha (@IPR_Odisha) September 23, 2021
22. Sambalpur: 10
23. Sonepur: 1
24. Sundargarh: 13
25. State Pool: 67New recoveries: 445
Cumulative tested: 19517845
Positive: 1022594
Recovered: 1008671
Active cases: 5713— I & PR Department, Odisha (@IPR_Odisha) September 23, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୪୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୨୫୯୪ ରହିଥିବା ବେଳେ ୫୭୧୩ ଜଣ ଚିକିତ୍ସିତ ହେଉଛନ୍ତି ।