ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୭ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୮ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
8. Gajapati: 20
9. Ganjam: 2
10. Jagatsinghpur: 1
11. Jajpur: 4
12. Jharsuguda: 10
13. Kandhamal: 1
14. Kendrapada: 13
15. Khurda: 8
16. Koraput: 6
17. Mayurbhanj: 7
18. Nawarangpur: 4
19. Nayagarh: 2
20. Puri: 2
21. Rayagada: 1
22. Sambalpur: 11— I & PR Department, Odisha (@IPR_Odisha) March 2, 2022
23. Sonepur: 6
24. Sundargarh: 9
25. State Pool: 2New recoveries: 314
Cumulative tested: 29358741
Positive: 1285349
Recovered: 1274048
Active cases: 2163— I & PR Department, Odisha (@IPR_Odisha) March 2, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୩୧୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୫୩୪୯ ରହିଥିବା ବେଳେ ୨୧୬୩ ଜଣ ଚିକିତ୍ସିତ ହେଉଛନ୍ତି ।