ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ କରୋନାର ନୂତନ ମାମଲା ସାମ୍ନାକୁ ଆସୁଛି । ପୂର୍ବ ଅପେକ୍ଷା ଏବେ କରୋନା ପ୍ରକୋପ କମିବାରେ ଲାଗିଛି । ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ୨ ଶହ ତଳେ ରହିଥିବା ବେଳେ କିନ୍ତୁ ଆଜି ୨ ଉପରେ ରହିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୨୩୧ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୯୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 5th January, 2021
New Positive Cases: 231
In quarantine: 133
Local contacts: 98(Details of local contacts will be shared by concerned District Administration)
District Wise Cases:
1. Angul: 21
2. Balasore: 8
3. Bargarh: 25
4. Bhadrak: 5
5. Balangir: 11— I & PR Department, Odisha (@IPR_Odisha) January 6, 2021
23. Nuapada: 1
24. Puri: 10
25. Rayagada: 1
26. Sambalpur: 14
27. Sonepur: 2
28. Sundargarh: 32
29. State Pool: 3New recoveries: 271
Cumulative tested: 7065078
Positive: 330921
Recovered: 326778
Active cases: 2203— I & PR Department, Odisha (@IPR_Odisha) January 6, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୨୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୦୯୨୧ ହୋଇଥିବା ବେଳେ ୩୨୬୭୭୮ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୨୨୦୩ ଟି ସକ୍ରିୟ ମାମଲା ରହିଛି ।