ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେଉଛି । କେତେବେଳେ ମିଟର ଉପରକୁ ଉଠି ଯାଉଛି ତ ପୁଣି କେତେବେଳେ ତଳକୁ ଖସୁଛି । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୦୨୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୭୩୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 133
7. Cuttack: 973
8. Deogarh: 102
9. Dhenkanal: 289
10. Gajapati: 141
11. Ganjam: 209
12. Jagatsinghpur: 219
13. Jajpur: 281
14. Jharsuguda: 388
15. Kalahandi: 125
16. Kandhamal: 87
17. Kendrapada: 148
18. Keonjhar: 208
19. Khurda: 909
20. Koraput: 282— I & PR Department, Odisha (@IPR_Odisha) May 17, 2021
New recoveries: 12077
Cumulative tested: 10941192
Positive: 622981
Recovered: 514532
Active cases: 106061— I & PR Department, Odisha (@IPR_Odisha) May 17, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୨୦୭୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୨୨୯୮୧ ରହିଥିବା ବେଳେ ଏହି ରୋଗରୁ ୫୧୪୫୩୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୦୬୦୬୧ ଜଣ ଚିକିତ୍ସିତ ହେଉଛନ୍ତି ।