ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା କୋପ । ପ୍ରତ୍ୟେକ ଦିନ କରୋନର ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ଏବେ ୧୦ ହଜାର ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୩୯୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୭୪୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୬୫୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 166
7. Cuttack: 766
8. Deogarh: 81
9. Dhenkanal: 451
10. Gajapati: 80
11. Ganjam: 65
12. Jagatsinghpur: 269
13. Jajpur: 514
14. Jharsuguda: 53
15. Kalahandi: 190
16. Kandhamal: 95
17. Kendrapada: 210
18. Keonjhar: 186
19. Khurda: 1102
20. Koraput: 178— I & PR Department, Odisha (@IPR_Odisha) June 2, 2021
New recoveries: 11095
Cumulative tested: 11902048
Positive: 782131
Recovered: 692027
Active cases: 87220— I & PR Department, Odisha (@IPR_Odisha) June 2, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୧୦୯୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮୨୧୩୧ ରହିଥିବା ବେଳେ ଏହି ରୋଗରୁ ୬୯୨୦୨୭ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୮୭୨୨୦ ଜଣ ଚିକିତ୍ସିତ ହେଉଛନ୍ତି ।