ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଥିବା ବେଳେ ଏବେ ସଂକ୍ରମଣ ତଳକୁ ଖସୁଛି । ଯାହାଫଳରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ତଳକୁ ଖସିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯୪୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୪୬୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 59
7. Cuttack: 230
8. Deogarh: 23
9. Dhenkanal: 54
10. Gajapati: 58
11. Ganjam: 36
12. Jagatsinghpur: 129
13. Jajpur: 391
14. Jharsuguda: 9
15. Kalahandi: 54
16. Kandhamal: 55
17. Kendrapada: 73
18. Keonjhar: 89
19. Khurda: 500
20. Koraput: 63
21. Malkangiri: 72— I & PR Department, Odisha (@IPR_Odisha) June 15, 2021
22. Mayurbhanj: 187
23. Nawarangpur: 83
24. Nayagarh: 97
25. Nuapada: 28
26. Puri: 141
27. Rayagada: 45
28. Sambalpur: 38
29. Sonepur: 25
30. Sundargarh: 48
31. State Pool: 76New recoveries: 8182
Cumulative tested: 12777739
Positive: 859526
Recovered: 804981
Active case: 51104— I & PR Department, Odisha (@IPR_Odisha) June 15, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୮୧୮୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୯୫୨୬ ରହିଥିବା ବେଳେ ଏହି ରୋଗରୁ ୮୦୪୯୮୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୫୧୧୦୪ ଜଣ ଚିକିତ୍ସିତ ହେଉଛନ୍ତି ।