ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଥିବା ବେଳେ ଏବେ ସଂକ୍ରମଣ ତଳକୁ ଖସୁଛି । ଯାହାଫଳରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ତଳକୁ ଖସିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୫୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦୩୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୫୩୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 59
7. Cuttack: 407
8. Deogarh: 12
9. Dhenkanal: 96
10. Gajapati: 29
11. Ganjam: 27
12. Jagatsinghpur: 103
13. Jajpur: 337
14. Jharsuguda: 13
15. Kalahandi: 41
16. Kandhamal: 41
17. Kendrapada: 141
18. Keonjhar: 61
19. Khurda: 571
20. Koraput: 59
21. Malkangiri: 86— I & PR Department, Odisha (@IPR_Odisha) June 20, 2021
22. Mayurbhanj: 187
23. Nawarangpur: 57
24. Nayagarh: 114
25. Nuapada: 19
26. Puri: 237
27. Rayagada: 88
28. Sambalpur: 31
29. Sonepur: 29
30. Sundargarh: 43
31. State Pool: 84New recovery: 5281
Cumulative tested: 13095199
Positive: 877502
Recovered: 835132
Active cases: 38727— I & PR Department, Odisha (@IPR_Odisha) June 20, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୨୮୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୭୫୦୨ ରହିଥିବା ବେଳେ ଏହି ରୋଗରୁ ୮୩୫୧୩୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୩୮୭୨୭ ଜଣ ଚିକିତ୍ସିତ ହେଉଛନ୍ତି ।