ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 7th March
New Positive Cases:59
In quarantine: 35
Local contacts: 24(Details of local contacts will be shared by concerned District Administration)
District Wise Cases:
1. Angul: 4
2. Balasore: 4
3. Bargarh: 1
4. Balangir: 1
5. Cuttack: 2— I & PR Department, Odisha (@IPR_Odisha) March 8, 2021
17. Rayagada: 2
18. Sambalpur: 9
19. Sundargarh: 6New recoveries: 90
Cumulative tested: 8492151
Positive: 337803
Recovered: 335080
Active cases: 753— I & PR Department, Odisha (@IPR_Odisha) March 8, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୯୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୮୦୩ ରହିଥିବା ବେଳେ ଏହି ରୋଗରୁ ୩୩୫୦୮୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୫୩ ଜଣ ଚିକିତ୍ସିତ ହେଉଛନ୍ତି ।