ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୧୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୫୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୨୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 6
7. Cuttack: 308
8. Deogarh: 1
9. Dhenkanal: 70
10. Gajapati: 4
11. Ganjam: 3
12. Jagatsinghpur: 87
13. Jajpur: 175
14. Jharsuguda: 9
15. Kalahandi: 13
16. Kandhamal: 14
17. Kendrapada: 55
18. Keonjhar: 44
19. Khurda: 510
20. Koraput: 28
21. Malkangiri: 25— I & PR Department, Odisha (@IPR_Odisha) July 17, 2021
22. Mayurbhanj: 92
23. Nawarangpur: 16
24. Nayagarh: 75
25. Nuapada: 2
26. Puri: 94
27. Rayagada: 22
28. Sambalpur: 24
29. Sonepur: 13
30. Sundargarh: 54
31. State Pool: 93New Recoveries: 2317
Cumulative Tested: 14988531
Positive: 952111
Recovered: 925526
Active Cases: 21540— I & PR Department, Odisha (@IPR_Odisha) July 17, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୩୧୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୨୧୧୧ ରହିଥିବା ବେଳେ ଏହି ରୋଗରୁ ୯୨୫୫୨୬ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୧୫୪୦ ଜଣ ଚିକିତ୍ସିତ ହେଉଛନ୍ତି ।