ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୫୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୧୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୬୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 4
7. Cuttack: 212
8. Deogarh: 8
9. Dhenkanal: 19
10. Gajapati: 14
11. Ganjam: 2
12. Jagatsinghpur: 113
13. Jajpur: 77
14. Jharsuguda: 2
15. Kalahandi: 1
16. Kandhamal: 17
17. Kendrapada: 51
18. Keonjhar: 17
19. Khurda: 436
20. Koraput: 14
21. Malkangiri: 11— I & PR Department, Odisha (@IPR_Odisha) July 31, 2021
22. Mayurbhanj: 41
23. Nawarangpur: 16
24. Nayagarh: 53
25. Nuapada: 2
26. Puri: 109
27. Rayagada: 14
28. Sambalpur: 18
29. Sonepur: 12
30. Sundargarh: 29
31. State Pool: 92New recoveries: 1841
Cumulative tested: 16022677
Positive: 977268
Recovered: 954929
Active cases: 16384— I & PR Department, Odisha (@IPR_Odisha) July 31, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୮୪୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୭୨୬୮ ରହିଥିବା ବେଳେ ଏହି ରୋଗରୁ ୯୫୪୯୨୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୬୩୮୪ ଜଣ ଚିକିତ୍ସିତ ହେଉଛନ୍ତି ।