ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳକୁ ଖସିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୧୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୭୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Cuttack: 81
7. Deogarh: 2
8. Dhenkanal: 11
9. Gajapati: 4
10. Ganjam: 8
11. Jagatsinghpur: 54
12. Jajpur: 60
13. Jharsuguda: 3
14. Kalahandi: 11
15. Kandhamal: 5
16. Kendrapada: 33
17. Keonjhar: 18
18. Khurda: 253
19. Koraput: 7
20. Malkangiri: 9
21. Mayurbhanj: 25— I & PR Department, Odisha (@IPR_Odisha) August 9, 2021
22. Nawarangpur: 4
23. Nayagarh: 25
24. Puri: 53
25. Rayagada: 5
26. Sambalpur: 15
27. Sonepur: 2
28. Sundargarh: 12
29. State Pool: 51New recoveries: 1463
Cumulative tested: 16626905
Positive: 987956
Recovered: 969916
Active cases: 11486— I & PR Department, Odisha (@IPR_Odisha) August 9, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୪୬୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୭୯୫୬ ରହିଥିବା ବେଳେ ଏହି ରୋଗରୁ ୯୬୯୯୧୬ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୧୪୮୬ ଜଣ ଚିକିତ୍ସିତ ହେଉଛନ୍ତି ।