ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୧୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୩୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୦ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Cuttack: 50
7. Deogarh: 8
8. Dhenkanal: 6
9. Jagatsinghpur: 9
10. Jajpur: 13
11. Jharsuguda: 2
12. Kalahandi: 4
13. Kendrapada: 7
14. Khurda: 296
15. Koraput: 3
16. Mayurbhanj: 13
17. Nayagarh: 10
18. Nuapada: 6
19. Puri: 9
20. Rayagada: 1
21. Sambalpur: 16
22. Sonepur: 1— I & PR Department, Odisha (@IPR_Odisha) October 27, 2021
23. Sundargarh: 7
24. State Pool: 67New recoveries: 497
Cumulative tested: 21719159
Positive: 1039818
Recovered: 1026774
Active cases: 4673— I & PR Department, Odisha (@IPR_Odisha) October 27, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୯୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୯୮୧୮ ରହିଥିବା ବେଳେ ୪୬୭୩ ଜଣ ଚିକିତ୍ସିତ ହେଉଛନ୍ତି ।