ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପୁଣି ଲେଉଟିଛି କରୋନା କୋପ । ପୂର୍ବଭଳି ପୁଣି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୩୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୬୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 31st March
New Positive Cases: 394
In quarantine: 231
Local contacts: 163(Details of local contacts will be shared by concerned District Administration)
District Wise Cases:
1. Angul: 24
2. Balasore: 5
3. Bargarh: 34
4. Bhadrak: 4
5. Balangir: 10— I & PR Department, Odisha (@IPR_Odisha) April 1, 2021
23. Sambalpur: 14
24. Sonepur: 4
25. Sundargarh: 31
26. State Pool: 15New recoveries: 161
Cumulative tested: 9073232
Positive: 341311
Recovered: 337091
Active cases: 2246— I & PR Department, Odisha (@IPR_Odisha) April 1, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୬୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୩୧୧ ରହିଥିବା ବେଳେ ଏହି ରୋଗରୁ ୩୩୭୦୯୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୨୪୬ ଜଣ ଚିକିତ୍ସିତ ହେଉଛନ୍ତି ।