ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପୁଣି ଲେଉଟିଛି କରୋନା କୋପ । ରାଜ୍ୟରେ ପୁଣି ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୭୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୮୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 1st April
New Positive Cases: 461
In quarantine: 272
Local contacts: 189(Details of local contacts will be shared by concerned District Administration)
District Wise Cases:
1. Angul: 27
2. Balasore: 16
3. Bargarh: 32
4. Bhadrak: 5
5. Balangir: 3— I & PR Department, Odisha (@IPR_Odisha) April 2, 2021
23. Sonepur: 4
24. Sundargarh: 62
25. State Pool: 15New recoveries: 121
Cumulative tested: 9103948
Positive: 341772
Recovered: 337212
Active cases: 2586— I & PR Department, Odisha (@IPR_Odisha) April 2, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୨୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୭୭୨ ରହିଥିବା ବେଳେ ଏହି ରୋଗରୁ ୩୩୭୨୧୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୫୮୬ ଜଣ ଚିକିତ୍ସିତ ହେଉଛନ୍ତି ।