ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଡେଙ୍ଗୁ ବଢୁଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ କାୟା ମେଲାଇବାରେ ଲାଗିଛି । ଭୁବନେଶ୍ୱର ପାଲଟିଛି ଡେଙ୍ଗୁ ହଟସ୍ପଟ୍ । କ୍ୟାପିଟାଲ ହସ୍ପିଟାଲରେ ବଢୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ସେପ୍ଟମ୍ବର ଆରମ୍ଭରୁ ୯ ଦିନ ମଧ୍ୟରେ ୧୦୦୦ ଡେଙ୍ଗୁ ରୋଗୀ ଚିହ୍ନଟ ହେଲେଣୀ । ଦୈନଦିନ ୫୦୦ ସାମ୍ପଲ ଟେଷ୍ଟ ହେଉଥିବା ବେଳେ ସେଥିରୁ ୧୨୦ ଜଣ ପଜିଟିଭ ଚିହ୍ନଟ ହେଉଛନ୍ତି । ୪୦ ଟି ଅଞ୍ଚଳ ରେଡ୍ ଜୋନ୍ ପାଲଟିଛି ।
ଖୁବ୍ ଶୀଘ୍ର ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୪ ହଜାର ଛୁଇଁବାକୁ ବସିଲାଣି । ସେପଟେ ସେପ୍ଟମ୍ବର ମାସରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଶିଖର ଛୁଇଁବ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞ ଆକଳନ କରିଛନ୍ତି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024