ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଡେଙ୍ଗୁ ବଢୁଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ କାୟା ମେଲାଇବାରେ ଲାଗିଛି । ଭୁବନେଶ୍ୱର ପାଲଟିଛି ଡେଙ୍ଗୁ ହଟସ୍ପଟ୍ । କ୍ୟାପିଟାଲ ହସ୍ପିଟାଲରେ ବଢୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ସେପ୍ଟମ୍ବର ଆରମ୍ଭରୁ ୯ ଦିନ ମଧ୍ୟରେ ୧୦୦୦ ଡେଙ୍ଗୁ ରୋଗୀ ଚିହ୍ନଟ ହେଲେଣୀ । ଦୈନଦିନ ୫୦୦ ସାମ୍ପଲ ଟେଷ୍ଟ ହେଉଥିବା ବେଳେ ସେଥିରୁ ୧୨୦ ଜଣ ପଜିଟିଭ ଚିହ୍ନଟ ହେଉଛନ୍ତି । ୪୦ ଟି ଅଞ୍ଚଳ ରେଡ୍ ଜୋନ୍ ପାଲଟିଛି ।
ଖୁବ୍ ଶୀଘ୍ର ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୪ ହଜାର ଛୁଇଁବାକୁ ବସିଲାଣି । ସେପଟେ ସେପ୍ଟମ୍ବର ମାସରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଶିଖର ଛୁଇଁବ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞ ଆକଳନ କରିଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024