ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କମୁଛି କରୋନା ପ୍ରକୋପ । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ପୁଣି ଆଉ ୭୩୦ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୧୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୩୧୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 24th November
New Positive Cases: 730
In quarantine: 419
Local contacts: 311(Details of local contacts will be shared by concerned District Administration)
District Wise Cases:
1. Angul: 44
2. Balasore: 53
3. Bargarh: 21
4. Bhadrak: 7
5. Balangir: 40— I & PR Department, Odisha (@IPR_Odisha) November 25, 2020
22. Mayurbhanj: 68
23. Nawarangpur: 7
24. Nayagarh: 8
25. Nuapada: 46
26. Puri: 29
27. Rayagada: 8
28. Sambalpur: 9
29. Sonepur: 9
30. Sundargarh: 57
31. State Pool: 12New recoveries: 648
Cumulative tested: 5685860
Positive: 316001
Recovered: 307374
Active cases: 6887— I & PR Department, Odisha (@IPR_Odisha) November 25, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୬୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୬୦୦୧ ହୋଇଥିବା ବେଳେ ୩୦୭୩୭୪ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୬୮୮୭ ଟି ସକ୍ରିୟ ମାମଲା ରହିଛି ।