ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୦୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪୩ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Deogarh: 2
8. Gajapati: 3
9. Jagatsinghpur: 1
10. Jajpur: 8
11. Jharsuguda: 2
12. Kalahandi: 8
13. Kandhamal: 4
14. Kendrapada: 2
15. Keonjhar: 6
16. Khurda: 34
17. Mayurbhanj: 12
18. Nawarangpur: 7
19. Nayagarh: 6
20. Nuapada: 6
21. Puri: 6
22. Rayagada: 10— I & PR Department, Odisha (@IPR_Odisha) August 28, 2022
23. Sambalpur: 15
24. Sundargarh: 56
25. State Pool: 7New recoveries: 265
Cumulative tested: 33133454
Positive: 1326929
Recovered: 1315724
Active cases: 1980— I & PR Department, Odisha (@IPR_Odisha) August 28, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୬୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୨୬୯୨୯ ରହିଥିବା ବେଳେ ୧୯୮୦ ଜଣ ଚିକିତ୍ସିତ ହେଉଛନ୍ତି ।