ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଜାରି ରହିଛି କରୋନା ପ୍ରକୋପ । ଲଗାତର କିଛି ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ଚାରି ହଜାର ଟପୁଥବା ବେଳେ ଏବେ ଟିକେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି । ସେହିଅନୁଯାୟୀ ରାଜ୍ୟରେ ଏବେ ପୁଣି ଆଉ ୩୪୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦୧୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୪୨୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି । ସେନେଇ ନଜର ପକାନ୍ତୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ।
Covid-19 Report For 29th September
New Positive Cases: 3443
In quarantine: 2017
Local contacts: 1426(Details of local contacts will be shared by concerned Dist Administration)
District Wise Cases
1. Angul: 100
2. Balasore: 152
3. Bargarh: 111
4. Bhadrak: 95
5. Balangir: 114— I & PR Department, Odisha (@IPR_Odisha) September 30, 2020
22. Mayurbhanj: 141
23. Nawarangpur: 89
24. Nayagarh: 88
25. Nuapada: 87
26. Puri: 132
27. Rayagada: 29
28. Sambalpur: 131
29. Sonepur: 94
30. Sundargarh: 81
31. State Pool: 154New Recovery: 3896
Cumulative Tested: 3250999
Positive: 219119
Recovered: 181481
Active Case: 36743— I & PR Department, Odisha (@IPR_Odisha) September 30, 2020
ଅନ୍ୟପଟେ ରାଜ୍ୟରୁ ପୁଣି ଆଉ ୩୮୯୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୯୧୧୯ କୁ ବୃଦ୍ଧି ପାଇଥିବା ବେଳେ ୧୮୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି ଏବଂ ୩୬୭୪୩ ଜଣ ଚିକିତ୍ସିତ ହେଉଛନ୍ତି ।