ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତଳମୁହାଁ ହୋଇଛି କରୋନା ମିଟର । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ପୁଣି ଆଉ ୭୪୯ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୩୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୩୧୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟ ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 15th November
New Positive Cases: 749
In quarantine: 437
Local contacts: 312(Details of local contacts will be shared by concerned District Administration)
District Wise Cases:
1. Angul: 45
2. Balasore: 38
3. Bargarh: 24
4. Bhadrak: 15
5. Balangir: 24— I & PR Department, Odisha (@IPR_Odisha) November 16, 2020
22. Nawarangpur: 17
23. Nayagarh: 6
24. Nuapada: 14
25. Puri: 15
26. Rayagada: 2
27. Sambalpur: 28
28. Sonepur: 2
29. Sundargarh: 55
30. State Pool: 21New recoveries: 1346
Cumulative tested: 5294726
Positive: 309408
Recovered: 297862
Active cases: 9950— I & PR Department, Odisha (@IPR_Odisha) November 16, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୧୩୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରାନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୯୪୦୮ ହୋଇଥିବା ବେଳେ ୨୯୭୮୬୨ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୯୯୫୦ ଟି ସକ୍ରିୟ ମାମଲା ରହିଛି ।