ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତଳମୁହାଁ ହୋଇଛି କରୋନା ମିଟର । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ପୁଣି ଆଉ ୮୬୮ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୦୨ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୩୬୬ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟ ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 17th November
New Positives Cases : 868
In quarantine: 502
Local contacts: 366(Details of local contacts will be shared by concerned District Administration)
District Wise Cases:
1. Angul: 41
2. Balasore: 52
3. Bargarh: 26
4. Bhadrak: 6
5. Balangir: 36— I & PR Department, Odisha (@IPR_Odisha) November 18, 2020
22. Mayurbhanj: 46
23. Nawarangpur: 12
24. Nayagarh: 5
25. Nuapada: 33
26. Puri: 30
27. Rayagada: 21
28. Sambalpur: 22
29. Sonepur: 2
30. Sundargarh: 82
31. State Pool: 20New recoveries: 1315
Cumulative tested: 5376393
Positive: 310920
Recovered: 300474
Active cases: 8818— I & PR Department, Odisha (@IPR_Odisha) November 18, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୧୩୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୯୨୦ ହୋଇଥିବା ବେଳେ ୩୦୦୪୭୪ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୮୮୧୮ ଟି ସକ୍ରିୟ ମାମଲା ରହିଛି ।