ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତଳମୁହାଁ ହୋଇଛି କରୋନା ମିଟର । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ପୁଣି ଆଉ ୮୬୮ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତକାଲି ବି ୮୬୮ କରୋନା ରୋଗୀ ଚିହ୍ନଟ ହୋଇଥିଲେ । ସେହିପରି ଆଜି ବି ସମାନ ସଂଖ୍ୟକ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯୯ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୩୬୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟ ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 18th November
New Positive Cases: 868
In Quarantine: 499
Local contacts: 369(Details of local contacts will be shared by concerned District Administration)
District Wise Cases:
1. Angul: 54
2. Balasore: 18
3. Bargarh: 21
4. Bhadrak: 13
5. Balangir: 34— I & PR Department, Odisha (@IPR_Odisha) November 19, 2020
22. Mayurbhanj: 46
23. Nawarangpur: 14
24. Nayagarh: 3
25. Nuapada: 46
26. Puri: 28
27. Rayagada: 7
28. Sambalpur: 18
29. Sonepur: 6
30. Sundargarh: 87
31. State Pool: 23New recoveries: 1303
Cumulative tested: 5424761
Positive: 311788
Recovered: 301777
Active cases: 8366— I & PR Department, Odisha (@IPR_Odisha) November 19, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୧୩୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୧୭୮୮ ହୋଇଥିବା ବେଳେ ୩୦୧୭୭୭ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୮୩୬୬ ଟି ସକ୍ରିୟ ମାମଲା ରହିଛି ।