ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତଳମୁହାଁ ହୋଇଛି କରୋନା ମିଟର । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ପୁଣି ଆଉ ୭୭୮ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୪୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୩୩୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟ ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 20th November
New positives: 778
In quarantine: 446
Local contacts: 332(Details of local contacts will be shared by concerned District Administration)
District Wise Cases:
1. Angul: 68
2. Balasore: 61
3. Bargarh: 30
4. Bhadrak: 6
5. Balangir: 29— I & PR Department, Odisha (@IPR_Odisha) November 21, 2020
22. Mayurbhanj: 58
23. Nawarangpur: 10
24. Nayagarh: 4
25. Nuapada: 5
26. Puri: 20
27. Rayagada: 4
28. Sambalpur: 40
29. Sonepur: 2
30. Sundargarh: 64
31. State Pool: 13New recoveries: 1101
Cumulative tested: 5518644
Positive: 313323
Recovered: 303897
Active cases: 7748— I & PR Department, Odisha (@IPR_Odisha) November 21, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୧୧୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୩୩୨୩ ହୋଇଥିବା ବେଳେ ୩୦୩୮୯୭ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୭୭୪୮ ଟି ସକ୍ରିୟ ମାମଲା ରହିଛି ।