ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତଳମୁହାଁ ହୋଇଛି କରୋନା ମିଟର । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ପୁଣି ଆଉ ୬୩୮ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୭୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୨୬୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 21st November
New positive Cases: 638
In quarantine: 373
Local contacts: 265(Details of local contacts will be shared by concerned District Administration)
District Wise Cases:
1. Angul: 40
2. Balasore: 21
3. Bargarh: 27
4. Bhadrak: 7
5. Balangir: 23— I & PR Department, Odisha (@IPR_Odisha) November 22, 2020
22. Nawarangpur: 13
23. Nayagarh: 5
24. Nuapada: 4
25. Puri: 9
26. Rayagada: 1
27. Sambalpur: 23
28. Sonepur: 1
29. Sundargarh: 46
30. State Pool: 13New recoveries: 1011
Cumulative tested: 5563926
Positive: 313961
Recovered: 304908
Active cases: 7360— I & PR Department, Odisha (@IPR_Odisha) November 22, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୧୦୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୩୯୬୧ ହୋଇଥିବା ବେଳେ ୩୦୪୯୦୮ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୭୩୬୦ ଟି ସକ୍ରିୟ ମାମଲା ରହିଛି ।