ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କମୁଛି କରୋନା ପ୍ରକୋପ । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ସେହିଅନୁଯାୟୀ ରାଜ୍ୟରେ ପୁଣି ଆଉ ୬୬୮ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୮୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୨୮୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 22nd November
New positive Cases: 668
In quarantine: 385
Local contacts: 283(Details of local contacts will be shared by concerned District Administration)
District Wise Cases:
1. Angul: 46
2. Balasore: 38
3. Bargarh: 18
4. Bhadrak: 15
5. Balangir: 28— I & PR Department, Odisha (@IPR_Odisha) November 23, 2020
22. Nawarangpur: 9
23. Nayagarh: 8
24. Nuapada: 68
25. Puri: 23
26. Rayagada: 2
27. Sambalpur: 25
28. Sundargarh: 55
29. State Pool: 12New recoveries: 905
Cumulative tested: 5604532
Positive: 314629
Recovered: 305813
Active cases: 7106— I & PR Department, Odisha (@IPR_Odisha) November 23, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୯୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୬୨୯ ହୋଇଥିବା ବେଳେ ୩୦୫୮୧୩ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୭୧୦୬ ଟି ସକ୍ରିୟ ମାମଲା ରହିଛି ।