ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା କୋପ କମିବାରେ ଲାଗିଛି । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ସେହିଅନୁଯାୟୀ ରାଜ୍ୟରେ ପୁଣି ଆଉ ୫୫୦ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୧୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୨୩୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 27th November
New Positive Cases: 550
In quarantine: 317
Local contacts: 233(Details of local contacts will be shared by concerned District Administration)
District Wise Cases:
1. Angul: 53
2. Balasore: 21
3. Bargarh: 25
4. Bhadrak: 5
5. Balangir: 21— I & PR Department, Odisha (@IPR_Odisha) November 28, 2020
22. Nayagarh: 2
23. Nuapada: 31
24. Puri: 26
25. Rayagada: 2
26. Sambalpur: 37
27. Sonepur: 3
28. Sundargarh: 47
29. State Pool: 11New recoveries: 908
Cumulative tested: 5819584
Positive: 317789
Recovered: 309747
Active cases: 6259— I & PR Department, Odisha (@IPR_Odisha) November 28, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୯୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୭୭୮୯ ହୋଇଥିବା ବେଳେ ୩୦୯୭୪୭ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୬୨୫୯ ଟି ସକ୍ରିୟ ମାମଲା ରହିଛି ।