ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା ପ୍ରକୋପ କମିବାରେ ଲାଗିଛି । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୫୮ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୫୦ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 17th December
New Positive Cases: 358
In quarantine: 208
Local contacts: 150(Details of local contacts will be shared by concerned District Administration)
District Wise Cases:
1. Angul: 52
2. Balasore: 35
3. Bargarh: 7
4. Bhadrak: 1
5. Balangir: 13— I & PR Department, Odisha (@IPR_Odisha) December 18, 2020
23. Puri: 1
24. Rayagada: 1
25. Sambalpur: 21
26. Sonepur: 1
27. Sundargarh: 29
28. State Pool: 9New recoveries: 376
Cumulative tested: 6536212
Positive: 325505
Recovered: 320584
Active cases: 3039— I & PR Department, Odisha (@IPR_Odisha) December 18, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୩୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୫୦୫ ହୋଇଥିବା ବେଳେ ୩୨୦୫୮୪ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୩୦୩୯ ଟି ସକ୍ରିୟ ମାମଲା ରହିଛି ।