ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା ପ୍ରକୋପ କମିବାରେ ଲାଗିଛି । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୧୫ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୩୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 30th December
New Positive Cases: 315
In quarantine: 181
Local contacts: 134(Details of local contacts will be shared by concerned District Administration)
District Wise Cases:
1. Angul: 20
2. Balasore: 15
3. Bargarh: 14
4. Bhadrak: 1
5. Balangir: 40— I & PR Department, Odisha (@IPR_Odisha) December 31, 2020
22. Nuapada: 26
23. Puri: 1
24. Rayagada: 1
25. Sambalpur: 26
26. Sonepur: 2
27. Sundargarh: 17
28. State Pool: 6New recoveries: 328
Cumulative tested: 6946965
Positive: 329621
Recovered: 325103
Active cases: 2592— I & PR Department, Odisha (@IPR_Odisha) December 31, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୩୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୯୬୨୧ ହୋଇଥିବା ବେଳେ ୩୨୫୧୦୩ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୨୫୯୨ ଟି ସକ୍ରିୟ ମାମଲା ରହିଛି ।