ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଧୀରେ ଧୀରେ କମୁଛି । ପ୍ରତ୍ୟେକ ଦିନ କରୋନାର ନୂତନ ମାମଲା ସାମ୍ନାକୁ ଆସୁଛି । ସେହିଅନୁଯାୟୀ ଏବେ ୩ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଯାହାଫଳରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୦୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାପରେ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୮୬୬ ରେ ପହଁଚିଛି ।
ସେହିପରି ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ତାହା ଜାଣିବା ପାଇଁ ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗର ଟ୍ୱିଟ୍ ଉପରେ ନଜର ପକାନ୍ତୁ ।
Covid-19 Report For 31st December
New Positive Cases: 245
In quarantine: 139
Local contacts: 106(Details of local contacts will be shared by concerned District Administration)
District Wise Cases:
1. Angul: 32
2. Balasore: 5
3. Bargarh: 14
4. Bhadrak: 6
5. Balangir: 9— I & PR Department, Odisha (@IPR_Odisha) January 1, 2021
23. Sonepur: 1
24. Sundargarh: 34
25. State Pool: 5New recoveries: 329
Cumulative tested: 6976108
Positive: 329866
Recovered: 325432
Active cases: 2505— I & PR Department, Odisha (@IPR_Odisha) January 1, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ସେହିଅନୁଯାୟୀ ନୂତନ ୩୨୯ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାପରେ ରାଜ୍ୟରେ ମୋଟ ୩୨୫୪୩୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨୫୦୫ ଟି ସକ୍ରିୟ ମାମଲା ରହିଛି ।