ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ କରୋନାର ନୂତନ ମାମଲା ସାମ୍ନାକୁ ଆସୁଛି । ପୂର୍ବ ଅପେକ୍ଷା ଏବେ କରୋନା ପ୍ରକୋପ କମିବାରେ ଲାଗିଛି । ଯାହାଫଳରେ ଏବେ ୨ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୧୯୮ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୮୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 4th January, 2021
New Positive Cases: 198
In quarantine: 115
Local contacts: 83(Details of local contacts will be shared by concerned District Administration)
District Wise Cases:
1. Angul: 34
2. Balasore: 3
3. Bargarh: 10
4. Bhadrak: 3
5. Balangir: 14— I & PR Department, Odisha (@IPR_Odisha) January 5, 2021
23. Sundargarh: 23
24. State Pool: 4New recoveries: 298
Cumulative tested: 7044883
Positive: 330690
Recovered: 326507
Active cases: 2243— I & PR Department, Odisha (@IPR_Odisha) January 5, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୨୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୦୬୯୦ ହୋଇଥିବା ବେଳେ ୩୨୬୫୦୭ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୨୨୪୩ ଟି ସକ୍ରିୟ ମାମଲା ରହିଛି ।