ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ୨୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୦୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 10th January, 2021
New Positive Cases: 244
In quarantine: 142
Local contacts: 102(Details of local contacts will be shared by concerned Dist Administration)
District Wise Cases:
1. Angul: 15
2. Balasore: 9
3. Bargarh: 23
4. Bhadrak: 3
5. Balangir: 19— I & PR Department, Odisha (@IPR_Odisha) January 11, 2021
23. Sonepur: 4
24. Sundargarh: 22
25. State Pool: 2New recoveries: 240
Cumulative tested: 7201736
Positive: 332106
Recovered: 328043
Active cases: 2118— I & PR Department, Odisha (@IPR_Odisha) January 11, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୪୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୧୦୬ ରହିଥିବା ବେଳେ ଏହି ରୋଗରୁ ୩୨୮୦୪୩ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୧୧୮ ଜଣ ଚିକିତ୍ସିତ ହେଉଛନ୍ତି ।