ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୯୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 11th January, 2021
New Positive Cases: 225
In quarantine: 131
Local contacts: 94(Details of local contacts will be shared by concerned Dist Administration)
District Wise Cases:
1. Angul: 15
2. Balasore: 14
3. Bargarh: 16
4. Bhadrak: 1
5. Balangir: 16— I & PR Department, Odisha (@IPR_Odisha) January 12, 2021
23. Sambalpur: 15
24. Sonepur: 3
25. Sundargarh: 38
26. State Pool: 3New recoveries: 228
Cumulative tested: 7229948
Positive: 332331
Recovered: 328271
Active cases: 2113— I & PR Department, Odisha (@IPR_Odisha) January 12, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୨୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୩୩୧ ରହିଥିବା ବେଳେ ଏହି ରୋଗରୁ ୩୨୮୨୭୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୧୧୩ ଜଣ ଚିକିତ୍ସିତ ହେଉଛନ୍ତି ।